Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 82

ଗୀତସଂହିତା 82:4-7

Help us?
Click on verse(s) to share them!
4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”

Read ଗୀତସଂହିତା 82ଗୀତସଂହିତା 82
Compare ଗୀତସଂହିତା 82:4-7ଗୀତସଂହିତା 82:4-7