Text copied!
Bibles in Odia

ଗୀତସଂହିତା 82:4-7 in Odia

Help us?

ଗୀତସଂହିତା 82:4-7 in ଓଡିଆ ବାଇବେଲ

4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
ଗୀତସଂହିତା 82 in ଓଡିଆ ବାଇବେଲ