Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:10-12

Help us?
Click on verse(s) to share them!
10ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:10-12ଗୀତସଂହିତା 83:10-12