Text copied!
Bibles in Odia

ଗୀତସଂହିତା 83:11-14 in Odia

Help us?

ଗୀତସଂହିତା 83:11-14 in ଓଡିଆ ବାଇବେଲ

11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
ଗୀତସଂହିତା 83 in ଓଡିଆ ବାଇବେଲ