Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:12-15

Help us?
Click on verse(s) to share them!
12ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:12-15ଗୀତସଂହିତା 83:12-15