Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:13-17

Help us?
Click on verse(s) to share them!
13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:13-17ଗୀତସଂହିତା 83:13-17