Text copied!
Bibles in Odia

ଗୀତସଂହିତା 83:15-17 in Odia

Help us?

ଗୀତସଂହିତା 83:15-17 in ଓଡିଆ ବାଇବେଲ

15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16 ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
ଗୀତସଂହିତା 83 in ଓଡିଆ ବାଇବେଲ