Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:3-6

Help us?
Click on verse(s) to share them!
3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:3-6ଗୀତସଂହିତା 83:3-6