Text copied!
Bibles in Odia

ଗୀତସଂହିତା 83:5-7 in Odia

Help us?

ଗୀତସଂହିତା 83:5-7 in ଓଡିଆ ବାଇବେଲ

5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7 ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
ଗୀତସଂହିତା 83 in ଓଡିଆ ବାଇବେଲ