Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:7-9

Help us?
Click on verse(s) to share them!
7ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। ସେଲା
9ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:7-9ଗୀତସଂହିତା 83:7-9