Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 84

ଗୀତସଂହିତା 84:3-4

Help us?
Click on verse(s) to share them!
3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। ସେଲା

Read ଗୀତସଂହିତା 84ଗୀତସଂହିତା 84
Compare ଗୀତସଂହିତା 84:3-4ଗୀତସଂହିତା 84:3-4