Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 84

ଗୀତସଂହିତା 84:4-5

Help us?
Click on verse(s) to share them!
4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

Read ଗୀତସଂହିତା 84ଗୀତସଂହିତା 84
Compare ଗୀତସଂହିତା 84:4-5ଗୀତସଂହିତା 84:4-5