Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 84

ଗୀତସଂହିତା 84:7-11

Help us?
Click on verse(s) to share them!
7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
8ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। ସେଲା
9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
10କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
11କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।

Read ଗୀତସଂହିତା 84ଗୀତସଂହିତା 84
Compare ଗୀତସଂହିତା 84:7-11ଗୀତସଂହିତା 84:7-11