Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 85

ଗୀତସଂହିତା 85:2-4

Help us?
Click on verse(s) to share them!
2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା
3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।

Read ଗୀତସଂହିତା 85ଗୀତସଂହିତା 85
Compare ଗୀତସଂହିତା 85:2-4ଗୀତସଂହିତା 85:2-4