Text copied!
Bibles in Odia

ଗୀତସଂହିତା 85:2-4 in Odia

Help us?

ଗୀତସଂହିତା 85:2-4 in ଓଡିଆ ବାଇବେଲ

2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା
3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
ଗୀତସଂହିତା 85 in ଓଡିଆ ବାଇବେଲ