Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 85

ଗୀତସଂହିତା 85:5-6

Help us?
Click on verse(s) to share them!
5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?

Read ଗୀତସଂହିତା 85ଗୀତସଂହିତା 85
Compare ଗୀତସଂହିତା 85:5-6ଗୀତସଂହିତା 85:5-6