Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:1-4

Help us?
Click on verse(s) to share them!
1ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
3ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:1-4ଗୀତସଂହିତା 86:1-4