Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:10-13

Help us?
Click on verse(s) to share them!
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍‍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:10-13ଗୀତସଂହିତା 86:10-13