Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:11-12

Help us?
Click on verse(s) to share them!
11ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:11-12ଗୀତସଂହିତା 86:11-12