Text copied!
Bibles in Odia

ଗୀତସଂହିତା 86:11-12 in Odia

Help us?

ଗୀତସଂହିତା 86:11-12 in ଓଡିଆ ବାଇବେଲ

11 ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12 ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
ଗୀତସଂହିତା 86 in ଓଡିଆ ବାଇବେଲ