Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:4-6

Help us?
Click on verse(s) to share them!
4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:4-6ଗୀତସଂହିତା 86:4-6