Text copied!
Bibles in Odia

ଗୀତସଂହିତା 86:4-6 in Odia

Help us?

ଗୀତସଂହିତା 86:4-6 in ଓଡିଆ ବାଇବେଲ

4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
ଗୀତସଂହିତା 86 in ଓଡିଆ ବାଇବେଲ