Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:9-11

Help us?
Click on verse(s) to share them!
9ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:9-11ଗୀତସଂହିତା 86:9-11