Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 87

ଗୀତସଂହିତା 87:1-2

Help us?
Click on verse(s) to share them!
1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।
2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।

Read ଗୀତସଂହିତା 87ଗୀତସଂହିତା 87
Compare ଗୀତସଂହିତା 87:1-2ଗୀତସଂହିତା 87:1-2