Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 87

ଗୀତସଂହିତା 87:3-4

Help us?
Click on verse(s) to share them!
3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା
4ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।

Read ଗୀତସଂହିତା 87ଗୀତସଂହିତା 87
Compare ଗୀତସଂହିତା 87:3-4ଗୀତସଂହିତା 87:3-4