Text copied!
Bibles in Odia

ଗୀତସଂହିତା 87:3-5 in Odia

Help us?

ଗୀତସଂହିତା 87:3-5 in ଓଡିଆ ବାଇବେଲ

3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା
4 ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।
5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”
ଗୀତସଂହିତା 87 in ଓଡିଆ ବାଇବେଲ