Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 87

ଗୀତସଂହିତା 87:3-6

Help us?
Click on verse(s) to share them!
3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା
4ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।
5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”
6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” ସେଲା

Read ଗୀତସଂହିତା 87ଗୀତସଂହିତା 87
Compare ଗୀତସଂହିତା 87:3-6ଗୀତସଂହିତା 87:3-6