Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 87

ଗୀତସଂହିତା 87:5-7

Help us?
Click on verse(s) to share them!
5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”
6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” ସେଲା
7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

Read ଗୀତସଂହିତା 87ଗୀତସଂହିତା 87
Compare ଗୀତସଂହିତା 87:5-7ଗୀତସଂହିତା 87:5-7