Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 88

ଗୀତସଂହିତା 88:1-3

Help us?
Click on verse(s) to share them!
1ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
2ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର;
3କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।

Read ଗୀତସଂହିତା 88ଗୀତସଂହିତା 88
Compare ଗୀତସଂହିତା 88:1-3ଗୀତସଂହିତା 88:1-3