Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 88

ଗୀତସଂହିତା 88:5-7

Help us?
Click on verse(s) to share them!
5ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
7ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା

Read ଗୀତସଂହିତା 88ଗୀତସଂହିତା 88
Compare ଗୀତସଂହିତା 88:5-7ଗୀତସଂହିତା 88:5-7