Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 88

ଗୀତସଂହିତା 88:7-8

Help us?
Click on verse(s) to share them!
7ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା
8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।

Read ଗୀତସଂହିତା 88ଗୀତସଂହିତା 88
Compare ଗୀତସଂହିତା 88:7-8ଗୀତସଂହିତା 88:7-8