Text copied!
Bibles in Odia

ଗୀତସଂହିତା 88:7-8 in Odia

Help us?

ଗୀତସଂହିତା 88:7-8 in ଓଡିଆ ବାଇବେଲ

7 ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା
8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
ଗୀତସଂହିତା 88 in ଓଡିଆ ବାଇବେଲ