Text copied!
Bibles in Odia

ଗୀତସଂହିତା 89:11-13 in Odia

Help us?

ଗୀତସଂହିତା 89:11-13 in ଓଡିଆ ବାଇବେଲ

11 ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13 ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
ଗୀତସଂହିତା 89 in ଓଡିଆ ବାଇବେଲ