Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:12-14

Help us?
Click on verse(s) to share them!
12ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
14ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:12-14ଗୀତସଂହିତା 89:12-14