Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:15-18

Help us?
Click on verse(s) to share them!
15ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
16ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
17କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:15-18ଗୀତସଂହିତା 89:15-18