19ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
20ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;