Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:20-23

Help us?
Click on verse(s) to share them!
20ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
22ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
23ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:20-23ଗୀତସଂହିତା 89:20-23