Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:23-24

Help us?
Click on verse(s) to share them!
23ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
24ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:23-24ଗୀତସଂହିତା 89:23-24