Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:28-29

Help us?
Click on verse(s) to share them!
28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
29ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:28-29ଗୀତସଂହିତା 89:28-29