Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:3-5

Help us?
Click on verse(s) to share them!
3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
4ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” ସେଲା
5ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:3-5ଗୀତସଂହିତା 89:3-5