Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:3-8

Help us?
Click on verse(s) to share them!
3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
4ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” ସେଲା
5ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
6କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
8ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:3-8ଗୀତସଂହିତା 89:3-8