Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:35-39

Help us?
Click on verse(s) to share them!
35ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
36ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
37ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:35-39ଗୀତସଂହିତା 89:35-39