Text copied!
Bibles in Odia

ଗୀତସଂହିତା 89:35-39 in Odia

Help us?

ଗୀତସଂହିତା 89:35-39 in ଓଡିଆ ବାଇବେଲ

35 ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
37 ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
ଗୀତସଂହିତା 89 in ଓଡିଆ ବାଇବେଲ