Text copied!
Bibles in Odia

ଗୀତସଂହିତା 89:37-41 in Odia

Help us?

ଗୀତସଂହିତା 89:37-41 in ଓଡିଆ ବାଇବେଲ

37 ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40 ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41 ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
ଗୀତସଂହିତା 89 in ଓଡିଆ ବାଇବେଲ