Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:39-42

Help us?
Click on verse(s) to share them!
39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:39-42ଗୀତସଂହିତା 89:39-42