Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:40-41

Help us?
Click on verse(s) to share them!
40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:40-41ଗୀତସଂହିତା 89:40-41