Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:43-46

Help us?
Click on verse(s) to share them!
43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
46ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:43-46ଗୀତସଂହିତା 89:43-46