Text copied!
Bibles in Odia

ଗୀତସଂହିତା 89:43-46 in Odia

Help us?

ଗୀତସଂହିତା 89:43-46 in ଓଡିଆ ବାଇବେଲ

43 ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44 ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45 ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
46 ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?
ଗୀତସଂହିତା 89 in ଓଡିଆ ବାଇବେଲ