Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 8

ଗୀତସଂହିତା 8:4-5

Help us?
Click on verse(s) to share them!
4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

Read ଗୀତସଂହିତା 8ଗୀତସଂହିତା 8
Compare ଗୀତସଂହିତା 8:4-5ଗୀତସଂହିତା 8:4-5