Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:14-16

Help us?
Click on verse(s) to share them!
14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:14-16ଗୀତସଂହିତା 90:14-16